ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩,୨୦୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮,୭୪୭ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୩୪୯ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୩୪୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୯୨୫ ହୋଇଛି ।
ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୧୭୭୬ କରୋନାର ନୂଆ ମାମଲା
ଲକ୍ଷ୍ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୧୭୭୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୨୭୬ ହୋଇଛି ।