ଭୁବନେଶ୍ୱର, ବିଜେପି ବିରୋଧରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଫେରାଦ ହୋଇଛି ବିଜେଡି । ପଂଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ବିଜେଡି ପ୍ରାର୍ଥୀଙ୍କୁ ବିଜେପି କର୍ମୀମାନେ ଆକ୍ରମଣ କରିଥିବା ବିଜେଡି ପ୍ରତିନିଧି ଦଳ ଅଭିଯୋଗ କରିବା ସହ ଦୋଷୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବିପତ୍ର ପ୍ରଦାନ କରିଛି । ସେହିପରି ବିଜେଡି ପ୍ରାର୍ଥୀମାନଙ୍କୁ ସୁରକ୍ଷା ଯୋଗାଇଦେବାକୁ ଦାବି କରିଛି ଦଳ । ଏହି ପ୍ରତିନିଧି ଦଳରେ ମୁଖପାତ୍ର ଲେଲିନ୍ ମହାନ୍ତି , ସୁଲତା ଦେଓ , ଇପସିତା ସ।।ହୁ ପ୍ରମୁଖ ସାମିଲ ଥିଲେ ।
Related Stories
November 1, 2024