
ଭୁବନେଶ୍ୱର,ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୯୨୬ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ ଜଣ ରହିଥିବା ବେଳେ ଖୋର୍ଧା ଜିଲ୍ଲାରୁ ୫ଜଣ ଅଛନ୍ତି । ସେହିପରି କଟକ ଓ ଢେଙ୍କାନାଳ ଜିଲ୍ଲାରୁ ୩-୩ ଜଣ ଓ ମୟୁରଭଂଜ ଜିଲ୍ଲାରୁ ୨ ଜଣ ରହିଛନ୍ତି । ଭଦ୍ରକ, ନୟାଗଡ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ଆଉ ୨୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୯୨୬ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।