
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୨,୦୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୮୭୮ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୫୮୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୮୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧୬ ହୋଇ ଯାଇଛି ।