ପୁରୀ,ପୁରୀ ଜିଲ୍ଲା କଣାସ ବ୍ଲକର ବଢ଼ାଳ ପଚାଂୟତରେ ଭୋଟ୍ ଗ୍ରହଣ ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ଦୁଇ ବୈଦ୍ୟୁତିକ ଗଣମାଧ୍ୟମର ୪ ପ୍ରତିନିଧିଙ୍କୁ ଦୁର୍ବୃତ ମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO