
ଭୁବନେଶ୍ୱର,ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୬ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୯୬୧ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୭ ଜଣ ରହିଥିବା ବେଳେ ଭଦ୍ରକ, କଟକ, ଢ଼େଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି ।
ରାଜ୍ୟରେ ଆଉ ୧୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୬ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୯୬୧ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।