ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧,୫୭୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୩୪୪ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୭୬୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୭୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯୭ ହୋଇ ଯାଇଛି ।
ଆସାମରେ କରୋନାର ୫୫ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୫୫ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୦୮ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।