ଗଞ୍ଜାମ, ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକର କତରୁ ପଚାଂୟତ ଅନ୍ତର୍ଗତ ରାମେୟାପାଟଣା ୧୨ ନଂ ବୁଥରେ ଭୋଟ ଗ୍ରହଣ ଚାଲିଥିବା ବେଳେ କେତେକ ଦୁର୍ବୃତ ପଶି ୩୨ଟି ବାଲାଟ ପେପର୍ ଛଡାଇ ନେଇ ଚିରି ନଷ୍ଟ କରିଥିବା ଜଣାପଡିଛି । ଖବର ପାଇ ଗୋଳନ୍ଥରା ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଛାନଭିନ୍ ଚଳାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO