ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୫୭୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯,୭୬୧ହୋଇଛି ।
ଆସାମରେ କରୋନାର ୪୭ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୪୭ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୧୩୨ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୨୫୯ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୨୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୯୪୫ ହୋଇଛି ।