ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୯୭୬ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ ରହିଥିବା ବେଳେ ଅନୁଗୁଳ, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ବରଗଡ, ଜଗତସିଂହପୁର, ଯାଜପୁର. ମୟୁରଭଂଜ. ନୟାଗଡ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି ।
ରାଜ୍ୟରେ ଆଉ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୯୭୬ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।