
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୯୯୪ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟରେ ଆଉ ୧୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର,ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୯୯୪ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୋଳ, ବାଲେଶ୍ୱର, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।