ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧,୧୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୯୧୯ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୨୦୨ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୨୦୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୭୮୦ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୦୬୮ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୦୬୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୧୫୯ ହୋଇଛି ।