କେନ୍ଦୁଝର, କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ଅନ୍ତର୍ଗତ ଡିମିରିଆ ବୁଥରେ ଦୁଇ ଏଜେଂଟ ହାତାହାତି ହୋଇଥିଲେ । ଯାହାକୁ ନେଇ ସେଠାରେ ଉତେଜନା ପ୍ରକାଶ ପାଇଥିଲା । ପୋଲିସର ହସ୍ତକ୍ଷେପ ପରେ ସ୍ଥିତି ନିୟନ୍ତ୍ରଣକୁ ଆସିଛି ।