ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯୦୧୧ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟରେ ଆଉ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯୦୧୧ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭ ଜଣ, ବାଲେଶ୍ୱର ଜିଲ୍ଲାର ୬ ଜଣ ଅଛନ୍ତି । ସେହିପରି ଗଂଜାମ ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି । କଳାହାଣ୍ଡି ଓ ପୁରୀ ଜିଲ୍ଲାରେ ୧-୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।