
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୦୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୬୪ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧,୧୩୭ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୧,୧୩୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୪୩୧ ହୋଇଛି ।