ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୩ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୫ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ
ଦିଲ୍ଲୀରେ ଗତ ୨୪ ଘଂଟାରେ ୫୭୦ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪୫ ହୋଇ ଯାଇଛି । ଯାଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୫୧୯ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୫୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୯୧୯ ହୋଇଛି ।