ଯାଜପୁର, ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଗତକାଲି ଭୋଟଗ୍ରହଣ ବେଳେ ବିଶୃଙ୍ଖଳା ଓ ଗଣ୍ଡଗୋଳ ଦେଖିବାକୁ ମିଳିଥିଲା । ମାମଲାରେ ମୋଟ୍ ୪୨ ଜଣଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଯାଜପୁର ଏସପି ।