ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯୦୨୬ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬ ଜଣ ଅଛନ୍ତି । ବାଲେଶ୍ୱର, କଟକ ଓ ଖୋର୍ଧା ଜିଲ୍ଲାର ୨-୨ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଜଣ ଅଛନ୍ତି । ସେହିପରି ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲାରେ ୧-୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।