ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେବଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର କର୍ଣ୍ଣଧାର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ।