ଭୁବନେଶ୍ୱର, ସେନାର ଛତିଶଗଡ ଏବଂ ଓଡିଶା ସବ ଏରିଆର କମାଣ୍ଡର ବ୍ରିଗେଡିୟର ବିଘ୍ନେଶ ମହାନ୍ତି ମଙ୍ଗଳବାର ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ରାଜଭବନ ଠାରେ ସୌଜନ୍ୟତାମୂଳକ ସାକ୍ଷାତ କରିଛନ୍ତି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।