ଭୁବନେଶ୍ୱର, ସେନାର ଛତିଶଗଡ ଏବଂ ଓଡିଶା ସବ ଏରିଆର କମାଣ୍ଡର ବ୍ରିଗେଡିୟର ବିଘ୍ନେଶ ମହାନ୍ତି ମଙ୍ଗଳବାର ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ରାଜଭବନ ଠାରେ ସୌଜନ୍ୟତାମୂଳକ ସାକ୍ଷାତ କରିଛନ୍ତି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO