ଭୁବନେଶ୍ୱର , ବର୍ତମାନ ସୁଦ୍ଧା ରାଜ୍ୟରେ ୬ କୋଟି ୩ ଲକ୍ଷ ୯୬ ହଜାର ଡୋଜ୍ ଦିଆ ସରିଲାଣି ବୋଲି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି ଯେ କେନ୍ଦ୍ର ଯାହା ଟାର୍ଗେଟ ଦେଇଥିଲା ସେଭିତରୁ ପ୍ରଥମ ଡୋଜ୍ ପାଇଛନ୍ତି ୯୫% । ଉଭୟ ପ୍ରଥମ ଓ ଦ୍ୱିତୀୟ ଡୋଜ ନେଇଛନ୍ତି ୮୦.୬% । ୧୫ରୁ ୧୭ବର୍ଷ ଟିକାକରଣ ଚାଲିଛି । ଯେତିକି ଟାର୍ଗେଟ ଥିଲା ସେଥିରୁ ୭୬% ଟିକା ନେଇସାରିଲେଣି ।ଦ୍ୱିତୀୟ ଡୋଜ୍ ଲାଗି ଡ୍ୟୁ ହେଲେଣି ସେମାନଙ୍କ ଭିତରୁ ୫୫% ଟିକା ନେଇସାରିଲେଣି ।
Related Stories
November 23, 2024