ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨୮ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୬ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୬୦ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୬୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୮୧ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୭୮୮ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୭୮୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୦୩୩ ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୯୬ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୯୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪୧୫ହୋଇଛି ।