ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୯ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯୦୪୫ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୯ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯୦୪୫ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରେ ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।