ଭବାନୀପାଟଣା, କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ବ୍ଲକରେ ଭୋଟ୍ ବେଳେ ବୁଥ୍ ରିଗିଂ ଅଭିଯୋଗ ହୋଇଛି । ଇନ୍ଦ୍ରାବତୀ ଡ୍ୟାମ୍ ଅଂଚଳରେ ଥିବା ବୋଡାପଦର ପଚାଂୟତରେ ରିଗିଂ ଅଭିଯୋଗ ହୋଇଛି । ସେହିପରି ଲିଟିମସ୍କା, ବୋଡାପଦର, କାରବାଡି ବୁଥର ରିଗିଂ ହୋଇଥିବା ଅଭିଯୋଗ ହୋଇଛି । କିଛି ଦୁର୍ବୃତ ବୁଥରେ ପଶି ଭୋଟ ଦେଇଥିବା ଲୋକେ ଅଭିଯୋଗ କରିଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚିଥିବା କହିଛନ୍ତି ଏସପି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO