ଅନୁଗୁଳ, ଅନୁଗୁଳ ଜିଲ୍ଲା ଠାକୁରଗଡ଼ ସାନହୁଲା ନିକଟରେ ଭାରସାମ୍ୟ ହରାଇ ଏକ ଭ୍ୟାନ୍ ରାସ୍ତା ପାଶ୍ୱର୍କୁ ଓଲଟି ପଡିବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ଉଦ୍ଧାର ପରେ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତି କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO