ମଭୁବନେଶ୍ୱର, ମୟୁରଭଂଜ ଜିଲ୍ଲାର ବିଶୋଇ ବ୍ଲକରେ ୩୩ ନମ୍ବର ଜୋନରେ ପୁନଃ ମତ ଗଣନା କରିବାକୁ ଦାବି କରିଛି ବିଜେଡି । ରାଜ୍ୟ ସଭା ସାଂସଦ ସସ୍ମିତ ପାତ୍ର ଓ ଅନ୍ୟ ବିଜେଡି ନେତାଙ୍କ ଏକ ପ୍ରତିନିଧି ଦଳ ରବିବାର ଦିନ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଏ ସମ୍ପର୍କିତ ଦାବି ପତ୍ର ପ୍ରଦାନ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO