ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମସ୍କୋ ଉଷୁ ଷ୍ଟାର୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ବିଜୟୀ ସାଦିଆ ତାରିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ମସ୍କୋ ଉଷୁ ଷ୍ଟାର୍ସ ଚାମ୍ପିଅନସିପ୍ରେ ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ସାଦିଆ ତାରିକଙ୍କୁ ଅଭିନନ୍ଦନ । ତାଙ୍କର ଏହି ସଫଳତା ଅନେକ ଆଥଲେଟଙ୍କୁ ପ୍ରେରଣା ଯୋଗାଇବ । ଭବିଷ୍ୟତର ଉଦ୍ୟମ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଉଛି ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO