ନୂଆଦିଲ୍ଲୀ,ୟୁକ୍ରେନରେ ଫସି ରହିଥିବା ଭାରତୀୟ ମାନଙ୍କ ପାଇଁ ଭାରତ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ଅପରେସନ ଗଙ୍ଗା ଅଭିଯାନରେ ନବମ ଫ୍ଲାଇଟରେ ବୁଦାପେଷ୍ଟରୁ 218 ଜଣ ଭାରତୀୟ ଭାରତ ଆସୁଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO