ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯୦୯୮ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରେ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେହିପରି କଟକ, ଖୋର୍ଧା, କନ୍ଧମାଳ ଓ କେନ୍ଦ୍ରାପଡା ଜିଲ୍ଲାରୁ ୧-୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।