ବାଲେଶ୍ୱର, ଗତକାଲି ରାତିରେ ଜଳେଶ୍ୱର ଓ ଭୋଗରାଇ ଅବକାରୀ ବିଭାଗ ପକ୍ଷରୁ ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଅଂଚଳରେ ମିଳିତ ଚଢ଼ଉ କରାଯାଇ ୨୬୦ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଘଟଣାରେ ଅମ୍ବୁ ଦାସ ନାମକ ଜଣେ ବେପାରୀକୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO