ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୫୬୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୬୧୫ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୩୫ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୩୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୩୮ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୭୪ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୭୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୩୫୦ ହୋଇ ଯାଇଛି ।