ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯୧୦୨ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ପୁରୀ ଜିଲ୍ଲାରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
Related Stories
November 23, 2024