
ଚେନ୍ନାଇ ,ତାମିଲନାଡୁରେ ଗତ ୨୪ ଘଂଟାରେ ୧୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୧୪୫ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୭୭ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୭୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୭ ହୋଇ ଯାଇଛି ।