
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ହିମାଚଳରେ ୫୯ କରୋନାର ନୂଆ ମାମଲା
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୫୯ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । । ଏହା ସହ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୫ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧୯୭ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮୦ ହୋଇଛି ।