
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯୧୦୫ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟରେ କରୋନାରେ ଆଉ ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୯୧୦୫ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।