ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୪୦୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୪୩୧ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୧୮ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୨୫ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୭୪ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୭୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୬୦ ହୋଇ ଯାଇଛି ।