ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୬୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯୨ ହୋଇ ଯାଇଛି ।
ଆସାମରେ କରୋନାର ୧ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧ ନୂଆ ମାମଲା ସାମନାକୁ ଆସି ନାହିଁ । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୩୫୭ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୩୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୩୫୨ହୋଇଛି ।