ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୩୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୦୩୨ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୩୨ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୨୯ ହୋଇ ଯାଇଛି ।