ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୪୯୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୯୦୨ ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୨୭ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୨୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୩୪ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୩୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୯୩ ହୋଇ ଯାଇଛି ।