ପୁରୀ, ପେଣ୍ଠକଟା ମେରାଇନ ଥାନା ଅନ୍ତର୍ଗତ ବାଲିଘାଟ ସୁଭଦ୍ରା ନଗରରେ ବଡପୁଅର କଟୁରୀ ଚୋଟରେ ମା ର ମୃତ୍ୟୁ ଘଟିଛି |ଆକ୍ରମଣରେ ତାର ବାପା, ଭାଇ ଓ ସ୍ତ୍ରୀ ମଧ୍ୟ ଆହତ ହୋଇଛନ୍ତି | ଘଟଣାସ୍ଥଳରେ ମେରାଇନ ପୋଲିସ ଛାନଭିନ କରୁଛି | ଘରୋଇ କଳିକୁ ନେଇ ଏଭଳି ଘଟଣା ଘଟିଥିବା ପୋଲିସ ଅନୁମାନ କରୁଛି |

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO