
ଆଇଜଲ ,ମିଜୋରାମରେ ଗତ ୨୪ ଘଂଟାରେ ୨୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୬୪୯ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୩୧ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୩୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୫୭ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧୨୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୨୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୪୧ ହୋଇଛି ।