ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଖାଳ ଦିବସ ଉପଲକ୍ଷେ ଅଭିନନ୍ଦନ ଜଣାଇଛନ୍ତି । ସେ ଟ୍ୱିଟ କର କହିଛନ୍ତି ଯେ – ଆମ ଓଡ଼ିଆଙ୍କ ଜନଜୀବନରେ ପାରମ୍ପରିକ ଖାଦ୍ୟ ‘ପଖାଳ’ର ସ୍ଥାନ ସ୍ୱତନ୍ତ୍ର । ଏହା କେବଳ ଆମ ପାଇଁ ଏକ ଖାଦ୍ୟ ନୁହେଁ ବରଂ ଖାଦ୍ୟ ପାଇଁ ଥିବା ଆମର ଭଲ ପାଇବା, ଶ୍ରଦ୍ଧା ଓ ସଦିଚ୍ଛାର ନିଚ୍ଛକ ପ୍ରମାଣ । ‘ପଖାଳ ଦିବସ’ର ଅଭିନନ୍ଦନ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO