ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୪୮୬ହୋଇଛି ।
ଆସାମରେ ଗତ ୨୪ ଘଂଟାରେ କରୋନାର ୧ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧ ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୦୪ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୦୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୮ ହୋଇ ଯାଇଛି ।