ଭୁବନେଶ୍ୱର, ରାଜଧାନୀ ଭୁବନେଶ୍ୱର ମେଂଚଶ୍ୱର ଥାନା ଇଞ୍ଜଣା ବ୍ରିଜ୍ ନିକଟରୁ ଏକାଧିକ ନରକଙ୍କାଳ ମିଳିଛି । ସେଠାରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ନରକଙ୍କାଳ, ଖପୁରୀ, ହାଡ଼ ପଡିଥିବା ଦେଖି ଲୋକେ ଭୟଭୀତ ହୋଇ ଯାଇଛନ୍ତି । ଏତେ ସଂଖ୍ୟାରେ କଙ୍କାଳ ଓ ଖପୁରି କେଉଁଠୁ ଓ କିପରି ଆସିଲା, କିଏ ଏଠାରେ ଫୋପାଡ଼ିଲା, ଏହା ପଛର କାରଣ କ’ଣ ତାକୁ ନେଇ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO