
-
ବ୍ଲକ ଉପାଧ୍ୟକ୍ଷଙ୍କୁ ଆକ୍ରମଣ ଅଭିଯୋଗ
ନୟାଗଡ଼, ପୌର ନିର୍ବାଚନ ପାଇଁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେଉଥିବା ବେଳେ ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ାରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି । ବ୍ଲକ ଉପାଧ୍ୟକ୍ଷଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଖଣ୍ଡପଡ଼ା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତି କରି ପୋଲିସ ଘଟଣାର ଛାନଭିନ୍ ଆରମ୍ଭ କରିଛି ।