ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୭୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୭୬ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨୦ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬୪ ହୋଇ ଯାଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୧୪୬ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୪୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୮୧ ହୋଇଛି ।