
-
ମୋଟ କେରାନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୬୦୮
ଭୁବେନଶ୍ୱର, ରାଜ୍ୟେର ଗୋଟିଏ ଦିନେର ୫୯ ଜଣ ନୂଆ କେରାନା ଆକ୍ରାନ୍ତ ଚିହ୍ନଟ ହେବା ପେର ମୋଟ କେରାନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୬୦୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବଷର୍ରୁ କମ ୧୭ ଜଣ କେରାନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୦୩୫ ହୋଇଛି । ରାଜ୍ୟେର ବତର୍ମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୦୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୫୯ ଜଣଙ୍କ ମଧ୍ୟରୁ ୩୫ ଜଣ ସଂଗେରାଧରୁ ହୋଇଥିବା େବେଳ ୨୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କେୋରାନା ଆକ୍ରାନ୍ତ ମୋନ ମୋଟ ୧୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।