ଭୁବନେଶ୍ୱର, ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ସର୍ଗିପାଲି ଆରଏମ୍ସି ଇନ୍ସପେକ୍ଟର ବନମାଳୀ ନାଏକଙ୍କ ଘର, ଅଫିସ୍ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଭିଜିଲାନ୍ସ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି । ଏହି ଚଢାଉରେ ପାଂଚ ଜଣ ଡିଏସପି, ୭ ଜଣ ଇନିସପେକ୍ଟର ଓ ଅନ୍ୟ କର୍ମଚାରୀ ମାନେ ସାମିଲ ଅଛନ୍ତି । ସୁନ୍ଦରଗଡ ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ୱାରଂଟ ଅନୁସାରେ ଏହି ଚଢାଉ ଚାଲିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO