
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୧୫ ହୋଇଛି ।
ଆସାମରେ ଗତ ୨୪ ଘଂଟାରେ କରୋନାର ଗୋଟିଏ ହେଲେ ମାମଲା ନାହିଁ
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ଗୋଟିଏ ହେଲେ ନୂଆ ମାମଲା ସାମନାକୁ ଆସିନାହିିଁ । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।